କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂଙ୍କୁ ତୁରନ୍ତ ବଦଳି କରିବା ସହ ନିର୍ବାଚନ କାର୍ଯ୍ୟରୁ ବାଦ ଦେବାକୁ ରାଜ୍ୟ ସରକାରଙ୍କୁ ଆଜି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes