କେନ୍ଦ୍ର ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

କଟକ-ଅନୁଗୁଳ-ସମ୍ବଲପୁର ରାସ୍ତା ନେଇ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ନବୀନ।

ଦୀର୍ଘ ୫ ବର୍ଷ ପରେ ବି ରାସ୍ତା କାମ ଶେଷ ହେଉନଥିବାରୁ ଚିନ୍ତା ପ୍ରକଟ କରିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା କାମ ସାରିବାକୁ ନିବେଦନ କରିଛନ୍ତି ନବୀନ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version