କେଶରୀ ମଲରେ ମେୟର

କେଶରୀ ମଲରେ ନିଆଁ ଲାଗିଥିବା ଖବର ପାଇ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ସେ କହିଲେ , କେଉଁଠି କିଛି ହୋଇନି l

କିଛି ସମୟ ପୂର୍ବରୁ କେଶରୀ ମଲ୍‌ରେ ପୁଣି ଅଗ୍ନିକାଣ୍ଡ ଘଟି ପ୍ରଥମ ଓ ଦ୍ୱିତୀୟ ମହଲାରେ ନିଆଁ ଲାଗିଥିଲା l ଏହି ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମେୟର l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes