କୈରାଝୁଲି ରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୋନପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଯାଲୋଏ ପଞ୍ଚାୟତ ଅନ୍ତର୍ଗତ କୈରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ଛାତ୍ରଛାତ୍ରୀ ଓ ଶିକ୍ଷକ ମିଲିତ ଆନୁକୁଲ୍ୟରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes