କୋଏମ୍ବାଟୁରଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର

ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଅମୃତ ଭାରତ ଟ୍ରେନ୍। ଓଡ଼ିଶା, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ମଧ୍ୟରେ ସଂଯୋଗକୁ ସୁଦୃଢ଼ କରିବ।ଓଡ଼ିଶାର ରାୟଗଡ଼ା, ମୁନିଗୁଡ଼ା, କେସିଙ୍ଗା, ଟିଟିଲାଗଡ଼, ବଲାଙ୍ଗିର, ବରଗଡ଼ ରୋଡ୍, ସମ୍ବଲପୁର, ଝାରସୁଗୁଡ଼ା, ରାଉରକେଲା ଦେଇ ଯିବ।

ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାର ଯାତ୍ରୀମାନେ ଯଥେଷ୍ଟ ଲାଭ ପାଇବେ।ଏନେଇ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes