କୋଟସମଲାଇରେ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ରଘୁନାଥ ମନ୍ଦିର ନିକଟରେ ଆଜି ଏକ ଦିବସୀୟ ତୁଳସୀ ରାମାୟଣ ରାମଚରିତ ମାନସ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଛି ।

ଏହି ଅବସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳୁଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes