କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ।

କାଲି ଭୁବନେଶ୍ୱର, ଗଞ୍ଜାମ ଓ ବୌଦ୍ଧରେ ଚଢାଉ କରି ୧୯ କୋଟି ଟଙ୍କାର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes