କୋରାପୁଟରେ ହେବ ୧ ଲକ୍ଷ ଏକରରେ କଫି ଚାଷ

ପ୍ରାକୃତିକ ପ୍ରଣାଳୀରେ ଚାଷ ଆପଣାଇବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ତେଲ ଉତ୍ପାଦନରେ ଆମକୁ ଆତ୍ମନିର୍ଭରଶୀଳ ହେବାକୁ ପଡ଼ିବ କହିଛନ୍ତି ମୋହନ।

୨ ବର୍ଷରେ କୋରାପୁଟରେ ୧ ଲକ୍ଷ ଏକରରେ କଫି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes