କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

ଦିପୁ ଓମ୍ ହତ୍ୟା ମାମଲାରେ ଆଜି ଶୁଣାଣି ଥିବାରୁ କୋର୍ଟରେ ହାଜର ହୋଇଛନ୍ତି ମୁଖ୍ୟ ଅଭିଯୁକ୍ତ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ।

କଡ଼ା ସୁରକ୍ଷାବଳୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version