କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ : ସର୍ବୋଚ୍ଚ ଯନ୍ତ୍ରୀ

ସୁବର୍ଣ୍ଣରେଖାରେ ୨୦.୯୭, ବୁଢ଼ାବଳଙ୍ଗରେ ୪୩.୦୭, ବୈତରଣୀରେ ୩୦.୬୫ ମିମି ବର୍ଷା ହୋଇଛି। ବୈତରଣୀ, ବୁଢ଼ାବଳଙ୍ଗ, ଜଳକା ଓ ସୁବର୍ଣ୍ଣରେଖାରେ ଜଳ ବୃଦ୍ଧି ପାଇବ, ସତର୍କ ସଂକେତ ଉପରକୁ ଯିବ, ଆଜି ବର୍ଷା ନ ହେଲେ ବିପଦ ସଂକେତ ଟପିବନି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ।

ହୀରାକୁଦରେ ୬୨୬.୩୧ ଫୁଟ, ରେଙ୍ଗାଳିରେ ୧୨୨.୭୩ ମିଟର ଜଳ ଅଛି।ମୁଣ୍ଡଳୀରେ ଲକ୍ଷେ କ୍ୟୁସେକ୍ ତଳେ ଜଳ ପ୍ରବାହିତ ହେଉଛି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes