କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲ ପିଇଟି ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ବ୍ରହ୍ମପୁର ଘର ସହ ଜନାର୍ଦ୍ଦନଙ୍କ ପେଟ୍ରୋଲ ପମ୍ପ ଓ ଗ୍ୟାସ୍ ଗୋଦାମ ସହିତ ୮ଟି ସ୍ଥାନରେ ରେଡ୍ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes