କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଆଜି ଆଗଲପୁର ବ୍ଲକର ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କୁଟାସିଂହା କ୍ଲଷ୍ଟରସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ଆଞ୍ଚଳିକ ସାଧନକର୍ମୀ ନିରଞ୍ଜନ ପଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି ।

ସ୍ଥାନୀୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧୀରେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ ମୁକେଶ କୁମାର ମହାଲିଙ୍ଗ, ସମ୍ମାନିତ ଅତିଥି ଭାବେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , କୁଟାସିଂହା ସରପଞ୍ଚ ଡିଗ୍ରୀ ମେହେର ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes