ଆଠଗଡ଼ ଗୁରୁଡ଼ି ଝାଟିଆ ଥାନା କୁଷ୍ପଙ୍ଗୀ ନିକଟରେ କ୍ଷୀର ଅପମିଶ୍ରଣ ବେଳେ ଚଢ଼ାଉ କରିଛି। ସମ୍ବଲପୁରରୁ କଟକର ଏକ କମ୍ପାନୀକୁ ଯାଉଥିବା ବେଳେ ଧରାପଡ଼ିଲା। କ୍ଷୀର ଟ୍ୟାଙ୍କର ଡ୍ରାଇଭର ସମେତ ଅପମିଶ୍ରିତ କରୁଥିବା ଦୁର୍ବୃତ୍ତ ଫେରାର୍ ଅଛି। ଘଟଣାସ୍ଥଳରୁ କ୍ଷୀର ଅପମିଶ୍ରଣରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ପୋଲିସ। ଲୁଣ, ପାଉଡର୍ ଓ କେମିକାଲକୁ କ୍ଷୀରରେ ଅପମିଶ୍ରିତ କରୁଥିବା ସୂଚନା ମିଳିଛି।