SLR ଓ ବିପୁଳ ମାଓ ସାମଗ୍ରୀ ସହ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଏରିଆ କମିଟି ମେମ୍ବର ସୁକରାମ ମୁଣ୍ଡ। ତା ଉପରେ ଥିଲା ୨୧ ଲକ୍ଷର ପୁରସ୍କାର। ଓଡ଼ିଶା, ଛତିଶଗଡ଼ରେ ବିଭିନ୍ନ ହିଂସାକାଣ୍ଡରେ ସାମିଲ ଥିଲା ସୁକରାମ।
Credible Local News of Odisha