କ୍ୟାମେରାମ୍ୟାନ ମାନସ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ନିରଞ୍ଜନକୁ ଜାମିନ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ନିରଞ୍ଜନ ସେଠୀଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି।

ସର୍ତ୍ତ ରଖି ଜାମିନ ଦେବାକୁ ନିମ୍ନ ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes