ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

କଲେଜରେ କ୍ଲାସ ନକରି ଖଟି କରୁଥିଲେ କଠୋର କାର୍ଯ୍ୟାନୁଷ୍ଠାନ ସହ ଦରମା ବନ୍ଦ କରିବ ଉଚ୍ଚଶିକ୍ଷା ବିଭାଗ। ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ହୋଇଛି।

ଉଚ୍ଚଶିକ୍ଷା ବିଭାଗର ଅନୁଧ୍ୟାନ ବେଳେ ନଜରକୁ ଆସିଥିଲା ଅବହେଳା।କଟକ ଜିଲ୍ଲାର ୨ ସଂସ୍କୃତ ଅନୁଦାନପ୍ରାପ୍ତ କଲେଜରେ ଖଟି କରୁଥିଲେ ଅଧ୍ୟାପକ। କ୍ଲାସ୍‌ ନକରି ଅଧ୍ୟାପକ ଚେୟାର ବସି ମୋବାଇଲ୍‌ରେ ବ୍ୟସ୍ତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes