ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୂଆପଡା ଜିଲ୍ଲା ଖଡିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ନୂଆପଡା ଏବଂ ବଲାଙ୍ଗିର ସମେତ ଏକାକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି।
Credible Local News of Odisha