ଖତଙ୍କ ପାଇଁ ଆବାସ ଯୋଜନା ପାଲଟିଛି ସାତସପନ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଷଣ୍ଢା ଗ୍ରାମର ବୃଦ୍ଧା ଖତ ସାହୁଙ୍କ ରହିବା ପାଇଁ ଘରେ ଖଣ୍ଡେ ନ ଥିବା ସେ କହିଛନ୍ତି।

ଗ୍ରାମବାସୀମାନେ ଶ୍ରୀମତୀ ସାହୁଙ୍କ ଲାଗି ଗୃହ ଖଣ୍ଡିଏ ପାଇଁ ବାରମ୍ବାର ବିଭିନ୍ନ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାଙ୍କୁ ମିଲିପାରି ନାହିଁ। ଏନେଇ କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।‌ ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହେଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes