ଖବରକାଗଜ ବିତରକଙ୍କୁ ପରିଚୟପତ୍ର ପ୍ରଦାନ କଲେ ଜିଲ୍ଲାପାଳ

ଖବରକାଗଜ ବିତରକଙ୍କୁ ସରକାରୀ ମାନ୍ୟତା ମିଳିଛି। ଏନେଇ ବାଲେଶ୍ଵର ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଖବରକାଗଜ ବିତରକଙ୍କୁ ପରିଚୟପତ୍ର ପ୍ରଦାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes