ଖରା ବଢ଼ିଲେ ପୁଣି ନିଷ୍ପତ୍ତି: ମନ୍ତ୍ରୀ

ଗ୍ରୀଷ୍ମପ୍ରବାହ ସମୀକ୍ଷା ପରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ସ୍କୁଲ ଓ ଅଙ୍ଗନବାଡ଼ି ୧୬ ଯାଏଁ ବନ୍ଦ ଅଛି, ଖରା ବଢ଼ିଲେ ପୁଣି ନିଷ୍ପତ୍ତି ନିଆଯିବ।

କଲେଜ ପରୀକ୍ଷା ଚାଲିଛି,ପରୀକ୍ଷା ସରିଲେ ଖରା ଦେଖି ନିଷ୍ପତ୍ତି ହେବ।ଶ୍ରମିକଙ୍କ ପାଇଁ ଦିନ ୧୧ରୁ ୩ଟା କାମ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି। ବସ୍‌ରେ ଅଧିକ ଗହଳି ନ କରିବାକୁ ପରିବହନ ବିଭାଗକୁ କୁହାଯାଇଛି। ହସ୍ପିଟାଲରେ ଅଂଶୁଘାତ ରୋଗୀଙ୍କ ପାଇଁ ବେଡ୍‌ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes