ଖୁବ୍‌ଶୀଘ୍ର ବଣ୍ଟାଯିବ ଓଡ଼ିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର

ଏନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ଓ ସଚିବ।

ବହୁ ଅଯୋଗ୍ୟ ହିତାଧିକାରୀ ଘର ପାଉଥିବା ଅଭିଯୋଗ ଆସିଥିଲା। ସାଧାରଣ ଜନତାଙ୍କ ଠାରୁ ବିସ୍ତୃତ ଅଭିଯୋଗ ମଗାଯାଇଥିଲା। ସେସବୁ ତର୍ଜମା କରାଯାଇଛି, ଖୁବ୍‌ଶୀଘ୍ର ଆବାସ ଘର ବଣ୍ଟା ଯିବ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ଓ ସଚିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes