ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ ଲାତୁରପେଟ ଖେଳ ପଡିଆ ଠାରେ ଖୋଳା ମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ଯୋଗଦେଇ ଥିବା ବେଳେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
Credible Local News of Odisha