ଖୋର୍ଦ୍ଧାରେ ୨୦ରୁ ୨୩ସ୍କୁଲ୍‌ ଛୁଟି

ଅସହ୍ୟ ଖରାକୁ ଦେଖି ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ।

ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes