ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ସରକାର ଖୋଲିବେ ନେଇ ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।ନବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି ମିଳିଛି।
୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବାକୁ ପ୍ରସ୍ତାବ ରହିଛି। ବାଲେଶ୍ୱରରେ ସର୍ବାଧିକ ୧୭ଟି ମଦ ଦୋକାନ ଖୋଲିବେ ସରକାର।