ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଛି।କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ଗତ ମେ’ ୧ରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ଥିଲା ଭିତରକନିକା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes