ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍

ଜଳଭଣ୍ଡାର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଥିବା ମୁଖ୍ୟ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଏବେ ମହାନଦୀ ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି ହୋଇଛି।।

ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ୍ ଜଳସ୍ତର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes