ଗଛରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା. କେସିଙ୍ଗା ଥାନା ଅନ୍ତର୍ଗତ ନୁନମତି ଲମତା ଜଙ୍ଗଲରୁ ଆଜି ଜଣେ ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି l
ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes