ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶଗଡ଼ା ପଞ୍ଚାୟତ କହରପଡା ଗ୍ରାମ ନିକଟରେ ଏକ ଗଛରୁ ଆଜି ଜଣେ ଯୁବକର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି l
ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes