ଗଞ୍ଜାମର ରଙ୍ଗେଇଲୁଣ୍ଡାକୁ ଉଡ଼ିଲା ବିମାନ

ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ବର ଓ ଭୁବନେଶ୍ବରରୁ ରଙ୍ଗେଇଲୁଣ୍ଡାକୁ ସ୍ୱତନ୍ତ୍ର ଚାର୍ଟର ବିମାନସେବା ଆରମ୍ଭ ହୋଇଛି ।

ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ପ୍ରାଥମିକ ପର୍ଯ୍ୟାୟରେ ୧୦ ସିଟ୍ ବିଶିଷ୍ଟ ବିମାନ ଭରିଲା ଉଡ଼ାଣ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes