ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା

ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ସମ୍ବଲପୁରରେ ମା’ ସମଲେଇଙ୍କ ନିକଟରେ ଲାଗି ହୋଇଛି ନବାନ୍ନ।ସେହିପରି ବଲାଙ୍ଗିରରେ ସମଲେଶ୍ବରୀଙ୍କ ନିକଟରେ ଲାଗି ହେଲା ନବାନ୍ନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes