ଗତ ୫ ବର୍ଷରେ ୩୧୦ ସରକାରୀ ଅଧିକାରୀ ଓ କର୍ମଚାରୀ ଗିରଫ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ପାଇଁ ୨୨ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ଦେଇଛନ୍ତି ସରକାର।

୪୦ କୋଟି ୮୪ଲକ୍ଷ ୬୭ ହଜାର ଟଙ୍କା ଜବତ ହୋଇଛି। ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନରେ ମୁଖ୍ୟନ୍ତ୍ରୀ ଏହି ଉତ୍ତର ରଖିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes