ସୁନ୍ଦରଗଡ଼ ଡେଙ୍ଗୁଲା ହାଇସ୍କୁଲରେ ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ ହୋଇଛନ୍ତି।
ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବିକାଶ ନାୟକ ମଧ୍ୟ ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଏତଲା କ୍ରମେ ସ୍କୁଲ ରୋଷେୟା ଗିରଫ ହୋଇଛି।