ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ତାକୁଡ଼ ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes