ପାରାଦୀପରେ ଗୃହ ମନ୍ତ୍ରୀ ଅମିତ ଶାହ ସମ୍ବୋଧନ କରି କହିଛନ୍ତି, ଆପଣମାନଙ୍କ ଆଶୀର୍ବାଦରେ ବିଜେପି ଓଡ଼ିଶାରେ ଶାସନ କରୁଛି। ବିଜେପି ସରକାର ସଠିକ୍ ଦିଗରେ ଓଡ଼ିଶାକୁ ଆଗେଇ ନେଉଛି। ୩୬ ଲକ୍ଷ ଗ୍ରାମୀଣ ମହିଳା ଅମୁଲକୁ ଆନ୍ଦୋଳନରେ ପରିଣତ କରିଛନ୍ତି। ଓଡ଼ିଶାରେ ବି ଗ୍ରାମୀଣଙ୍କ ଜନଜୀବନକୁ ସମୃଦ୍ଧ କରାଯିବ। ବିକଶିତ ରାଜ୍ୟ ମଧ୍ୟରେ ଓଡ଼ିଶା ବି ସ୍ଥାନ ପାଇବ କହିଛନ୍ତି ଶାହ।