ପତ୍ନୀ ହତ୍ୟା ମାମଲାରେ ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ହାଇକୋର୍ଟରୁ ଜାମିନ୍ ମିଳିଛି।
ରାମମୂର୍ତ୍ତିଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଥିଲେ ଭୁବନେଶ୍ୱର ଏଡଇଜେ।ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ରାମମୂର୍ତ୍ତି ଗମାଙ୍ଗ। ୧୯୯୫ରେ।ଭୁବନେଶ୍ୱର କ୍ୱାର୍ଟର୍ସରୁ ରାମମୂର୍ତ୍ତି ଗମାଙ୍ଗଙ୍କ ପତ୍ନୀଙ୍କ ମୃତଦେହ ମିଳିଥିଲା।ପତ୍ନୀଙ୍କୁ ପୋଡ଼ି ମାରି ଦେଇଥିବା ଅଭିଯୋଗରେ ରାମମୂର୍ତ୍ତି ଗମାଙ୍ଗଙ୍କୁ ଦଣ୍ଡାଦେଶ ହୋଇଥିଲା।