ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ପରେ ସାର ପ୍ରସଙ୍ଗରେ ବିଜେଡି ସଦସ୍ୟମାନେ ବାଚସ୍ପତିଙ୍କ ପୋଡ଼ିୟମ ତଳେ ହୋହଲ୍ଲା ସହ ନାରାବାଜୀ କରିଥିଲେ। ଫଳରେ ଗୃହ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି।
Credible Local News of Odisha