ଗୃହ ଓ ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ୍

ଗତକାଲି ହୋଇଥିବା ପ୍ରିଲିମନାରୀ ପରୀକ୍ଷାକୁ ଆଜି ବାତିଲ କରିଛି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ।

ଓଡ଼ିଆ ପ୍ରଶ୍ନପତ୍ରରେ ମୁଦ୍ରଣ ତ୍ରୁଟି ଥିବାରୁ ବାତିଲ ହେଲା ପରୀକ୍ଷା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes