ଗୋଧନେଶ୍ଵର ଶୈବପୀଠରେ ନବାହ ପାରାୟଣର ଉଦଯାପିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଗୋଧନେଶ୍ଵର ଶୈବପୀଠରେ ଅନୁଷ୍ଠିତ ହୋଇଥାବା ନବାହ ପାରାୟଣର ଆଜି ଉଦଯାପିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ସମାଗମ ହୋଇଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes