ଗ୍ରାମର ବିକାଶ ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ

ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଆଜି ଅପରାହ୍ନରେ ବିନିକା ବ୍ଳକ ଅନ୍ତର୍ଗତ ଫୁଲମୁଠି ଗ୍ରାମ ଗସ୍ତରେ ଆସି ବିଭିନ୍ନ ସମସ୍ୟା ସମାଧାନ ଦିଗରେ ପ୍ରତିଶ୍ରୁତି ଦେଇଛନ୍ତି ।

ଏହି ଅବସରରେ ଗ୍ରାମ୍ୟ ମାହେଶ୍ୱରୀ ମଣ୍ଡପ ଠାରେ ଅନୁଷ୍ଠିତ ସଭାରେ ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟା ଉପରେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes