ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ବଡ଼ବିରୁହାଁ ଗାଁରେ ଗ୍ୟାସ ଲିକ୍ରୁ ଅଗ୍ନିକାଣ୍ଡ ଘଟିଛି।
୫ ଜଣଙ୍କ ମଧ୍ୟରୁ ୨ ମହିଳାଙ୍କ ଅବସ୍ଥା ସଂକଟାପନ୍ନ ଥିବାବେଳେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଠାକୁର ଘରେ ଦୀପ ଲଗାଇବା ବେଳେ ନିଆଁ ଲାଗିଯାଇଥିଲା।
Credible Local News of Odisha