ଗଡ଼କରୀଙ୍କୁ ଭେଟି ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ଆଜି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି l

ଅନୁଗୁଳର 55ନଂ ଜାତୀୟ ରାଜପଥ, କୋଷ୍ଟାଲ ହାଇୱେ, କ୍ୟାପିଟାଲ ରିଜନ ରିଙ୍ଗ ରୋଡ଼, ପାରାଦୀପ -ବଡ଼ବିଲ ଇକୋନୋମିକ କରିଡର ଏବଂ ପାଣିକୋଇଲି -କେନ୍ଦୁଝର -ରିମୁଳି ରାସ୍ତା ସମ୍ପର୍କରେ ଆଲୋଚନା କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes