ଘନ କୁହୁଡ଼ି ନେଇ ୧୨ ଜିଲ୍ଲାକୁ ଆଲର୍ଟ

ଘନ କୁହୁଡ଼ି ନେଇ କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes