ଘରୋଇ କଳିରୁ ସ୍ୱାମୀର ମାଡ଼ରେ ସ୍ତ୍ରୀ ମୃତ

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା କତାଗୁଡ଼ା ଗାଁରେ ଏହି ଘଟଣା ଘଟିଛି।

ଅଭିଯୁକ୍ତ ସ୍ୱାମୀକୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes