ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ହସ୍ପିଟାଲ ବାଥରୁମ୍ରୁ ମୃତଦେହ ମିଳିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ ନର୍ସ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ଘଟଣାର ତଦନ୍ତ କରୁଛି।
Credible Local News of Odisha