ଘର ହିଁ ବିଦ୍ୟାଳୟ ପାଳନ

ଗୁରୁବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଘର ହିଁ ବିଦ୍ୟାଳୟ” ପ୍ରକଳ୍ପର ଦ୍ବିତୀୟ ସୋପାନ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ଶ୍ରୀଯୁକ୍ତ କନ୍ଦର୍ପ ରାଉତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ସମସ୍ତଙ୍କ ଶୁଭ କାମନା କରିଥିଲେ।

ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ଓ ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପ୍ରଧାନ ସୋପାନ ଗୀତ ପରିବେଷଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes