ଘିଚାପାଲି ସ୍କୁଲରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଘିଚାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଥିବା ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ଵିତୀୟା ଝାଙ୍କରଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିଦାୟ ସମ୍ବର୍ଦ୍ଧନା ସଭାରେ ସହକାରୀ ଶିକ୍ଷକ ମଦନ ଭୋଇ, ମୋନାଲିସା ନନ୍ଦ, ରଶ୍ମିତା ସାହୁ, ମଞ୍ଜୁଳତା ଦାସ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes