ଚନ୍ଦ୍ରଶେଖରପୁରରେ ‘କର୍ମ ତତ୍ପର ଅଭିଯାନ’ ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ‘କର୍ମ ତତ୍ପର ଅଭିଯାନ’ ପରିପ୍ରେକ୍ଷୀରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ କଲ୍ୟାଣ ମଣ୍ଡପଠାରେ କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

ଏହି ଅବସରରେ ଉକ୍ତ ଯୋଜନା ଅନ୍ତର୍ଭୁକ୍ତ ବର୍ଷାଜଳ ସଂରକ୍ଷଣ ପ୍ରକଳ୍ପର କାର୍ଯ୍ୟାଦେଶ ସ୍ୱୟଂ ସହାୟିକା ଗୋଷ୍ଠୀର ମା’ମାନଙ୍କୁ ପ୍ରଦାନ କରାଗଲା l ଏଥିରେ ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes