ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ

କଟକ ଚାଉଳିଆଗଞ୍ଜ ଥାନାରେ ଅଟୋ ଚାଳକଙ୍କ ନାଁରେ ଏତଲା ଦିଆଯାଇଛି। ଶିଖରପୁର ନିକଟରେ ଅଟୋ ଚାଳକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଡାକ୍ତରୀ ମାଇନା ସହ ପୋଲିସ୍ ତଦନ୍ତ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes