ଚଳିତବର୍ଷ ଧନ୍ଦାମୂଳକ ଶିକ୍ଷା ପାସ୍ ହାର ୭୭.୮୨%

ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ପାସ୍ ହାର ୭୧.୪୯% ଥିବାବେଳେ ଧନ୍ଦାମୂଳକ ଛାତ୍ରୀଙ୍କ ପାସ୍ ହାର ୮୩.୪୫ % ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes