ଚଳିତ ଜୁନ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ।

ମାଟ୍ରିକ ଖାତା ଦେଖା ଶେଷ ହୋଇଛି, ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version